ପିଏମ୍ ମୋଦିଙ୍କ ପାଦ ଛୁଇଁଲେ ପାପୁଆ ନ୍ୟୁ ଗିନି ପ୍ରଧାନମନ୍ତ୍ରୀ ଜେମ୍ସ ମାରାପୋ
ନୂଆଦିଲ୍ଲୀ: ଜାପାନରେ ଜି-୭ ଶିଖର ସମ୍ମିଳନୀରେ ସାମିଲ୍ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାପୁଆ ନ୍ୟୁ ଗିନି ପହଞ୍ଚିଛନ୍ତି । ପାପୁଆ ନ୍ୟୁ ଗିନି ବିମାନବନ୍ଦରରେ ମୋଦି ପହଞ୍ଚିବା ପରେ ସେଠାରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା ।
ପ୍ରଥମଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବେ…