୪୦ ଉପରେ ୨୫ ସହର, ୪୪ ଡିଗ୍ରୀ ତାପମାତ୍ରାରେ ଭାଜି ହେଲା ବାରିପଦା
ଭୁବନେଶ୍ୱର: ଆଜି ବି ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ଗତକାଲି ଭଳି ଆଜି ବି ରାଜ୍ୟର ଉତ୍ତପ୍ତ ସହର ହେଉଛି ବାରିପଦା । ବାରିପଦାରେ ରାଜ୍ୟର ସର୍ବୋଚ୍ଚ ଦିନ ତାପମାତ୍ରା ୪୪ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ୨୫ ସହରରେ ଦିନ ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଛି ।…