ବାହାରିଲା ମାଟ୍ରିକ ରେଜଲ୍ଟ; ୩, ୨୨୨ ସ୍କୁଲର ପାସ ହାର ଶହେ ପ୍ରତିଶତ
ଭୁବନେଶ୍ୱର: ବାହାରିଲା ମାଟ୍ରିକ ପରୀକ୍ଷା ଫଳ । ପରୀକ୍ଷା ଫଳ ପୁସ୍ତକ ଉନ୍ମାଚନ କଲେ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ । ସକାଳ ୧୦ଟାରେ କଟକ ବୋର୍ଡ କାର୍ଯ୍ୟାଳୟରେ ଆନୁଷ୍ଠାନିକ ଭାବେ ପୁସ୍ତିକା ଉନ୍ମୋଚନ କରାଯାଇଛି । ଏଥର ପାସ ହାର ୯୬.୪0 ପ୍ରତିଶତ ରହିଛି । ୩, ୨୨୨ ସ୍କୁଲର ପାସ…