କୋଇଲା ଖଣିରେ ଶ୍ରମିକଙ୍କ ଉପରେ ଚଢିଗଲା ବୋଲେରୋ, ୨ ମୃତ
ସୁନ୍ଦରଗଡ: କୋଇଲା ଖଣିରେ ଅଘଟଣ । ବୋଲେରୋ ଉପରେ ଭାରୀଯାନ ମାଡିଯିବାରୁ ୨ଜଣଙ୍କ ମୃତ୍ୟୁ । ସୁନ୍ଦରଗଡ ଜିଲ୍ଲା ହେମଗିରି ଥାନା ଗର୍ଜନବାହାଲ କୋଇଲା ଖଣିରେ କାମ କରିବା ବେଳେ ଏପରି ଅଘଟଣ ଘଟିଛି । ଏହି ଦୁର୍ଘଟଣାରେ ୪ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି…