ରାଜ୍ୟରେ ସୁଶାସନ ଅଭାବ, ଅଧା ଇଞ୍ଜିନର ସରକାର ଚାଲିଛି: ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର: ବିଜେପିର ବରିଷ୍ଠ ନେତା ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶାସନ ବ୍ୟବସ୍ଥାକୁ କଡ଼ା ସମାଲୋଚନା କରିଛନ୍ତି। ସୁଶାସନର ଗୁରୁତ୍ୱ ସମ୍ପର୍କରେ ନବୀନ ପଟ୍ଟନାୟକ ନିକଟରେ ଦେଇଥିବା ମନ୍ତବ୍ୟ ଉପରେ ପ୍ରତିକ୍ରିୟା ପ୍ରକାଶ କରି କେନ୍ଦ୍ର…