Latest Odisha News

BREAKING NEWS

ବଳରାମ ପୁଜାରୀଙ୍କ କବିତା ସଙ୍କଳନ ‘ଶ୍ବେତପତ୍ର’ ଉନ୍ମୋଚିତ

ଭୁବନେଶ୍ବର : ରାଜ୍ୟର ଅଗ୍ରଣୀ ପ୍ରକାଶନ ସଂସ୍ଥା ପେନ୍‌ ଇନ୍‌ ବୁକ୍ସ ପକ୍ଷରୁ ପ୍ରକାଶିତ କବି ବଳରାମ ପୁଜାରୀଙ୍କ ପଞ୍ଚମ କବିତା ସଙ୍କଳନ 'ଶ୍ବେତପତ୍ର' ସ୍ଥାନୀୟ ବିହାର ସ୍ଥିତ ପେନ୍‌ ଇନ୍‌ ବୁକ୍ସ କାର୍ଯ୍ୟାଳୟ ପରିସରରେ ଉନ୍ମୋଚିତ ହୋଇଯାଇଛି। ଏହି ଉନ୍ମୋଚନ ଉତ୍ସବରେ ସୁଦୂର ମାଲକାନଗିରିରୁ…

ଭାଷା ଭାଗବତ : ଅଯଥା ଚିଂତା

ପ୍ରଫୁଲ୍ଲ କୁମାର ତ୍ରିପାଠୀଙ୍କ ନିୟମିତ ବିଭାଗ ‘ଭାଷା ଭାଗବତ’ ଆମ୍ଭର ଆମର ଓ ଆମ ତୁମ୍ଭର ତୁମର ଓ ତୁମ ଏପରି ହେଲେ ଧ୍ବନି କ୍ଷୟ ଭାଷା ତ ଲଭେନି ବିଲୟ! ସଙ୍ଖ୍ୟା ଦିଶୁ ଅଥବା ସଂଖ୍ୟା ଅସଂଖ୍ୟ ଲୋକ ପାଇ ଶିକ୍ଷା କରଂତି ସ୍ବଭାଷାକୁ ରକ୍ଷା ମନରୁ ହଟାଇ ଆଶଂକା ସରଳୀକୃତ ଭାଷା…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଭାଗ : ୨୮୯ ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ମାଉସୀ ମା ଭାବରେ ବିଖ୍ୟାତ ମା ଅର୍ଦ୍ଧାଶିନୀଙ୍କ ମନ୍ଦିର ବଡ଼ଦାଣ୍ଡରେ ଥିବା (ବର୍ତ୍ତମାନ ଲୁପ୍ତ )ମାଳିନୀ ନଦୀର ବଡ଼ ଗଣ୍ଡ ନିକଟରେ କାହିଁ କେଉଁ ଆଦିମ…

ଆଜି ରାଜ୍ୟ କଂଗ୍ରେସର ‘ଭାରତ ଯୋଡ଼ୋ’ ଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

ଭୁବନେଶ୍ବର: ଓଡ଼ିଶାରେ ଭାରତ ଯୋଡ଼ୋ ଯାତ୍ରା ଆୟୋଜନ ପାଇଁ ଆଜି ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହେବ । ଓଡ଼ିଶାରେ  କାର୍ଯ୍ୟକ୍ରମ କେବେ ହେବ ସେ ନେଇ କଂଗ୍ରେସ ନେତାମାନେ ଆଲୋଚନା କରିବେ । ବୈଠକରେ ଯୋଗଦେବାକୁ ଭୁବନେଶ୍ବରରେ ପହଞ୍ଚିଛନ୍ତି ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂ ଓ ଜୟରାମ…

ଅନୁସୂଚିତ ଜନଜାତି ତାଲିକାରେ ୧୬୦ରୁ ଅଧିକ ଜନଜାତିଙ୍କୁ ସାମିଲ ପାଇଁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର: ଅନୁସୂଚିତ ଜନଜାତି ତାଲିକାରେ ରାଜ୍ୟର ୧୬୦ରୁ ଅଧିକ ଜନଜାତିଙ୍କୁ ସାମିଲ କରାଯିବାକୁ ନେଇ ମୁଖ୍ୟମନ୍ତ୍ରୀ କେନ୍ଦ୍ରକୁ ଚିଠି ଲେଖିଛନ୍ତି । ବହୁଦିନ ଧରି ରାଜ୍ୟ ପକ୍ଷରୁ ଏଭଳି ପ୍ରସ୍ତାବକୁ କାର୍ଯ୍ୟକାରୀ କରାଯିବା ପାଇଁ ଚିଠିରେ ଉଲ୍ଲେଖ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଆତ୍ମସମର୍ପଣ କଲେ ୭୦୦ରୁ ଊର୍ଦ୍ଧ୍ବ ମିଲିସିଆ

ମାଲକାନଗିରି: ରାଜ୍ୟ ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟକୁ ଦେଖି ସଙ୍ଗଠନ ଛାଡିଛନ୍ତି ମିଲିସିଆ । ମାଲକାନଗିରି ଜିଲ୍ଲାରୁ 700ରୁ ଅଧିକ ମିଲିସିଆ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି।  ମାଓ ସଙ୍ଗଠନ ଛାଡ଼ି ସାଧାରଣ ଜୀବନ ସ୍ରୋତରେ ସାମିଲ ହେଉଛନ୍ତି  ଆଦିବାସୀ । ପୋଲିସର ସଚେତନତା ପରେ  …

ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ ଟେକ୍ନୋଲୋଜିରେ ଖର୍ଚ୍ଚ ହେବ ୨ ହଜାର କୋଟି ଟଙ୍କା

ଭୁବନେଶ୍ବର: ବଦଳିବ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ ଟେକ୍ନୋଲୋଜି ର ରୂପରେଖ ।  ୫ ବର୍ଷରେ ଖର୍ଚ୍ଚ ହେବ ୨ ହଜାର କୋଟି ଟଙ୍କା  । ମାଷ୍ଟରପ୍ଲାନକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ୨୦୨୬ ସୁଦ୍ଧା ୨୪ଟି ଅଣ୍ଡର ଗ୍ରାଜୁଏଟ ବିଭାଗରେ ୧୦ ହଜାରରୁ ଅଧିକ…

ନେହେରୁ ଯେଉଁ ଆସନରୁ ଲଢ଼ି ପ୍ରଧାନମନ୍ତ୍ରୀ ହୋଇଥିଲେ ସେହି ଆସନରୁ ଲଢ଼ିବେ ନୀତୀଶ !

ନୂଆଦିଲ୍ଲୀ: ଦେଶରେ ଯିଏ ସରକାର ଗଢ଼ିବାକୁ ଚାହିଁବ ତାକୁ ପ୍ରଥମେ ୟୁପି ରାଜନୀତିକୁ ଦଖଲ କରିବାକୁ ହେବ। ଯଦି ୟୁପିରେ ଭଲ ଫଳାଫଳ ହେବ ତାହେଲେ ଦିଲ୍ଲୀ ଆଉ ଦୂର ନୁହେଁ। ଏହି ସମୀକରଣରେ ମୋଦୀ ହୁଅନ୍ତୁ ଅବା ଅନ୍ୟ ନେତା ମଧ୍ୟ ୟୁପିରୁ ସାଂସଦ ଭାବେ ନିର୍ବାଚନ ଲଢି ପ୍ରଧାନମନ୍ତ୍ରୀ ଆସନରେ…

ମୋଦୀଙ୍କୁ ରାହୁଲଙ୍କ ପ୍ରଶ୍ନ: ଚିତା ଆସିଲା, ଚାକିରି କାହିଁକି ଆସୁନି ?

ନୂଆଦିଲ୍ଲୀ: ଭାରତକୁ ଆସିଲା ବହୁ ପ୍ରତିକ୍ଷୀତ ଚିତାବାଘ । କିନ୍ତୁ ଦେଶକୁ କାହିଁକି ଚାକିରି ଆସୁନି? କଂଗ୍ରେସ ନେତା ରାହୁଲ ଗାନ୍ଧୀ ମୋଦୀ ସରକାରଙ୍କୁ ଟାର୍ଗେଟ କରିବାକୁ ଯାଇ ଏହା ପଚାରିଛନ୍ତି। ଚୀତା ଭାରତ ଆସିବା ଏବଂ ଦେଶର ବେକାରୀ ସହିତ ଯୋଡି ରାହୁଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ…

୧୯ ଜଣଙ୍କ ଜୀବନ ବଞ୍ଚାଇଲେ ଭାରତୀୟ ତଟରକ୍ଷୀ

ମୁମ୍ବାଇ: ମହାରାଷ୍ଟ୍ରର ରତ୍ନଗିରି ନିକଟ ଆରବ ସାଗରରେ ୧୦୨ ମିଟର ଲମ୍ବା ବିଦେଶୀ ମାଲ ପରିବହନ ଜାହାଜ ବୁଡ଼ିଯାଉଥିବା ବେଳେ ଏଥିରେ ଥିବା ସଦସ୍ୟମାନଙ୍କୁ ଭାରତୀୟ ତଟରକ୍ଷୀ ବାହିନୀ ଉଦ୍ଧାର କରିଛନ୍ତି। ବୁଡ଼ି ଯାଉଥିବା ଜାହାଜ ଓମାନରୁ ଭାରତକୁ ଆସୁଥିଲା। ରତ୍ନଗିରି ନିକଟରେ ପହଞ୍ଚିବା ପରେ…