ଧାରାବାହିକ ଉପନ୍ୟାସ : ମ୍ୟାନହଟ୍ଟନରୁ ମୁନ୍ନାର (୧୬)
ମୂଳ ଇଂରାଜୀ : ଅନନ୍ତିନୀ ‘ଝୁମ୍ପା’ ମିଶ୍ର
ଅନୁବାଦ : ଈପ୍ସିତା ଷଡ଼ଙ୍ଗୀ
“ଏଇଟି ଗୋଟେ ଲମ୍ବା କାହାଣୀ”, ବୀରା ଆରମ୍ଭ କଲା, “ଆମେ ଜନ୍ମ ହେବାଠାରୁ ମାନହଟ୍ଟନ୍ରେ ବଢ଼ି ଆସିଚୁ । ବାବାଙ୍କ ବଦଳିଯୋଗୁଁ ଭାରତ ଆସିବାକୁ ପଡ଼ିବ, ଜାଣିବା ଯାଏଁ, ଏଇ ସହର ହିଁ ଆମର ସବୁ କିଛି ଥିଲା ।”…