ଦିନେ ଦୁଇ ଦିନ ଭିତରେ ଝାରସୁଗୁଡା ଉପନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା ହେବ
ଭୁବନେଶ୍ୱର: ଆଜି ଦିଲ୍ଲୀରେ ସଂସଦୀୟ ବୋର୍ଡ ବୈଠକ ବସୁଛି। ଦିନେ ଦୁଇ ଦିନ ଭିତରେ ଝାରସୁଗୁଡା ଉପନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା ହେବ। ଦିଲ୍ଲୀ ଗସ୍ତରୁ ଫେରିବା ପରେ ଏହା କହିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ।
ବିଜେଡି ସ୍ବର୍ଗତ ନବ ଦାସଙ୍କ ଝିଅ ଦୀପାଳି ଦାସଙ୍କ ନାଁ…