ଘରୋଇ ଛାତରୁ ହଟିବ ହୋର୍ଡିଂ, ଆଦାୟ ହେବ ଫାଇନ: ଠିକା ସଂସ୍ଥାକୁ ଦାୟତ୍ୱ ଦେଲା ବିଏମସି
ଭୁବନେଶ୍ବର: ରାଜଧାନୀର ଘରୋଇ ଛାତ ଉପରୁ ହଟିବ ହୋର୍ଡିଂ । ହୋର୍ଡିଂ ସହ ଲୁହା ଫ୍ରେମକୁ ବି ଉଠାଇନେବ ବିଏମସି । ମାସେ ମଧ୍ୟରେ ସବୁ ହୋର୍ଡିଂକୁ ହଟାଇବା ପାଇଁ ଟାର୍ଗେଟ ରଖିଛି ବିଏମସି । ଯୁଦ୍ଧକାଳୀନ ଭିତ୍ତରେ ଏସବୁ କାମ କରାଯିବ । ଏଥିପାଇଁ ଘରୋଇ ସଂସ୍ଥାକୁ ଦାୟିତ୍ୱ ଦିଆଯାଇଛି ।…