ପ୍ରଭସିମ୍ରନଙ୍କ ଶତକ ସତ୍ୱେ ଦିଲ୍ଲୀ ସମ୍ମୁଖରେ ୧୬୮ ରନର ବିଜୟ ଲକ୍ଷ୍ୟ ରଖିଲା ପଞ୍ଜାବ
ନୂଆଦିଲ୍ଲୀ: ଚଳିତ ଆଇପିଏଲରେ ଶନିବାର ଅନୁଷ୍ଠିତ ଦ୍ୱିତୀୟ ମ୍ୟାଚରେ ପଞ୍ଜାବ କିଙ୍ଗସ ୧୬୮ ରନର ବିଜୟ ଲକ୍ଷ୍ୟ ଦିଲ୍ଲୀ କ୍ୟାପିଟାଲ୍ସ ସମ୍ମୁଖରେ ରଖିଛି । ଏହି ମ୍ୟାଚରେ ପ୍ରଭସିମ୍ରନ ସିଂ ଆକର୍ଷଣୀୟ ଶତକ ହାସଲ କରିବା ସତ୍ୱେ ଦଳ ବଡ ଟାର୍ଗେଟ ଦେବାରେ ବିଫଳ ହୋଇଥିଲା । ପ୍ରଭସିମ୍ରନ ୬୫ ବଲରେ…