ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି
ଭୁବନେଶ୍ୱର: ମୁମ୍ବାଇର NESCO ଗ୍ରାଉଣ୍ଡରେ ଚାଲିଥିବା ଭାରତ ସାମୁଦ୍ରିକ ସପ୍ତାହ ୨୦୨୫ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆନ୍ତର୍ଜାତୀୟ ସ୍ତରରେ ପ୍ରଶଂସିତ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଭେଟିଥିଲେ।
ପ୍ରଧାନମନ୍ତ୍ରୀ ତାଙ୍କ ଚମତ୍କାର ବାଲୁକା କଳାକୁ ପ୍ରଶଂସା…