Latest Odisha News

BREAKING NEWS

SIR Form Filling Last Date: SIR ଫର୍ମ ଦାଖଲର ଶେଷ ତାରିଖ କରାଗଲା ବୃଦ୍ଧି…ଏହି ଦିନ ସୁଦ୍ଧା ଫର୍ମ କରନ୍ତୁ…

ନୂଆଦିଲ୍ଲୀ: ନିର୍ବାଚନ କମିଶନଙ୍କ ପକ୍ଷରୁ ଏକ ଭଲ ଖବର ଆସିଛି । ସ୍ପେଶାଲ୍ ଇଣ୍ଟେନ୍ସିଭ୍ ରିଭିଜନ (SIR-Special Intensive Revision ) ପାଇଁ ଶେଷ ତାରିଖ ବୃଦ୍ଧି କରାଯାଇଛି। ଏବେ ଡିସେମ୍ବର ୧୧ ତାରିଖ ପର୍ଯ୍ୟନ୍ତ SIR ଫର୍ମ ପୂରଣ କରିପାରିବେ। ବର୍ତ୍ତମାନ ୧୨ଟି ରାଜ୍ୟ ଏବଂ…

କିଟ୍‌ରେ ୨୬ ତମ ଓଡ଼ିଶା ବିଜ୍ଞାନ ଓ ପରିବେଶ କଂଗ୍ରେସ ଉଦ୍‍ଘାଟିତ

ଭୁବନେଶ୍ୱର: ୨୬ ତମ ଓଡ଼ିଶା ବିଜ୍ଞାନ ଓ ପରିବେଶ କଂଗ୍ରେସ ଏବଂ ଏସ୍‍ଡିଜି: ସାଇନ୍‍ସ ଆଣ୍ଡ ଟେକ୍ନୋଲୋଜି ଇନୋଭେସନ୍‍ସ ବିଷୟବସ୍ତୁ ଆଧାରିତ ସଷ୍ଟେନେବଲ୍‍ ଗ୍ରୀନ୍‍ ଫ୍ରଣ୍ଟିୟର୍ସ ଉପରେ ପ୍ରଥମ ଅନ୍ତର୍ଜାତୀୟ ସମ୍ମିଳନୀ କିଟ୍‌ରେ ଉଦ୍‍ଘାଟିତ ହୋଇଯାଇଛି। ୩୦ ତାରିଖ ପର୍ଯ୍ୟନ୍ତ ତିନି ଦିନ…

Human Washing Machine: ମଣିଷ ଶରୀରକୁ ଚୁଟକିରେ ସଫା କରୁଛି ଏହି ମେସିନ…

ନୂଆଦିଲ୍ଲୀ: ଆଜିକାଲି ବିଭିନ୍ନ ପ୍ରକାର ଟେକ୍ନୋଲେଜି ବାହାରିଲାଣି ଯାହା ପ୍ରତିଟି କାମକୁ ସହଜରେ କରିଦେଉଛି । ଏପରି ଅନେକ ମେସିନ ଯାହା କଷ୍ଟ କାମକୁ ଅଳ୍ପ ସମୟ ଭିତରେ ବିନା ପରିଶ୍ରମରେ କରିଥାଏ । ଏହାରି ଭିତରେ ଅନେକ ଲୋକ ଅଛନ୍ତି  ଯେଉଠମାନଙ୍କୁ ଗାଧୋଇବାକୁ ବହୁତ ଅଳସୁଆ ଲାଗେ । ଆଉ…

୪ ନମ୍ବର ମାଛ ମାର୍କେଟରେ ହେବ ନବକଳେବର, ଆମିଷ ବଜାରରୁ ହଟିବ ଜବରଦଖଲ

ଭୁବନେଶ୍ୱର: ୪ ନମ୍ୱର ଆମିଷ ବଜାରରୁ ହଟିବ ସମସ୍ତ ଜବରଦଖଲ । ନୂଆ ରୂପ ପାଇବ ଭୁବନେଶ୍ୱର ମହାନଗର ନିଗମ ଅଧୀନ ୪ ନମ୍ବର ମାଛ ମାର୍କେଟ । ଆଜି ସକାଳୁ ବିଏମସି କମିଶନର ଚଞ୍ଚଲ ରଣାଙ୍କ ସହ ସମୀକ୍ଷା ପରେ ଏହି ସୂଚନା ଦେଇଛନ୍ତି ମେୟର ସୁଲୋଚନା ଦାସ । ମେୟର କହିଛନ୍ତି ଯେ, ନୂଆ ଦୋକାନ,…

ଆକ୍ସନ ମୋଡ଼ରେ ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ: ୧୦ ଶିକ୍ଷକଙ୍କ ଦରମା ବନ୍ଦ ନିର୍ଦ୍ଦେଶ

ବୌଦ୍ଧ: କାର୍ଯ୍ୟରେ ଅବହେଳା ଅଭିଯୋଗରେ ୧୦ ଜଣ ଶିକ୍ଷକ ଏବଂ ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ ସହ କାରଣ ଦର୍ଶାଅ ନୋଟିସ୍ ଦେଲେ ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ । ୮ଟି ସ୍କୁଲର ୩ ଜଣ ପ୍ରଧାନଶିକ୍ଷକଙ୍କ ସମେତ ୧୦ ଜଣ ଶିକ୍ଷକ ଏବଂ ଶିକ୍ଷୟିତ୍ରୀଙ୍କ ବିରୋଧରେ ଗୋଷ୍ଠୀ…

ଦିଲ୍ଲୀ, ମୁମ୍ବାଇ ପକ୍ଷରୁ ବିଜୟ ହଜାରେ ଟ୍ରଫି ଖେଳିପାରନ୍ତି କୋହଲି, ରୋହିତ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟର ଦୁଇ ମହାନ ଖେଳାଳି ରୋହିତ ଶର୍ମା ଓ ବିରାଟ କୋହଲି ଆଗାମୀ ଦିନିକିଆ ବିଶ୍ୱକପ ଖେଳିବା ପାଇଁ ଆଗ୍ରହ ରଖିଛନ୍ତି । ଉଭୟ ଟେଷ୍ଟ ଏବଂ ଟି୨୦ରୁ ଅବସର ଘୋଷଣା କରି ସାରିଛନ୍ତି । ଫର୍ମ ଏବଂ ଫିଟନେସ ବଜାୟ ରଖିବା ପାଇଁ ବିସିସିଆଇ ଉଭୟଙ୍କୁ ଘରୋଇ କ୍ରିକେଟ ଖେଳିବା…

SI Scam: ଜେଲ୍ ଫେରିଲେ ୪ ଅଭିଯୁକ୍ତ, ରିମାଣ୍ଡରେ ଯାଇପାରନ୍ତି ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଓ ସୁରେଶ ନାୟକ…

ଭୁବନେଶ୍ୱର: ପୋଲିସ ଏସଆଇ ଚାକିରି ମହାଘୋଟାଲା ମାମଲାରେ ଝାରପଡା ଜେଲ୍ କୁ ଫେରିଛନ୍ତି ୪ ଅଭିଯୁକ୍ତ । ତଫିନ ଅହମ୍ମଦ ଖାନ୍, ବିଶ୍ୱଜିତ୍ ହରିଚନ୍ଦନ, ବିଶ୍ୱରଞ୍ଜନ ବେହେରା ଓ ଲୋକନାଥ ସାହୁକୁ ୩ ଦିନିଆ ରିମାଣ୍ଡରେ ଆଣି ମାରାଥନ୍ ଜେରା କରିଛି ସିବିଆଇ । ସେମାନଙ୍କଠାରୁ ବହୁ ଗୁରୁତ୍ୱପୂର୍ଣ୍ଣ…

ଆଇପିଏଲରୁ ଅବସର ନେଲେ ରସେଲ

କୋଲକାତା: ବିଶ୍ୱ କ୍ରିକେଟର ବିସ୍ଫୋରକ ଅଲରାଉଣ୍ଡର ଭାବେ ୱେଷ୍ଟଇଣ୍ଡିଜର ଆନ୍ଦ୍ରେ ରସେଲ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି । ଆଇପିଏଲ ୨୦୨୬ ପୂର୍ବରୁ ହେବାକୁ ଥିବା ନିଲାମରେ ସେ ସାମିଲ ହେବେ ବୋଲି ଆଶା କରାଯାଉଥିଲା । ମାତ୍ର ସେ ସମସ୍ତଙ୍କୁ ଚକିତ କରି ରବିବାର ଆଇପିଏଲରୁ ଅବସର…

Winter Session of Parliament : କାଲିଠାରୁ ସଂସଦ ଅଧିବେଶନ ଆରମ୍ଭ,ସର୍ବଦଳୀୟ ବୈଠକରେ ହଙ୍ଗାମା

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ଡିସେମ୍ବର ୧ ତାରିଖରେ ଆରମ୍ଭ ହେଉଛି। ଅଧିବେଶନ ଆରମ୍ଭ ହେବା ପୂର୍ବରୁ ରବିବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ଶାସକ ଏବଂ ବିରୋଧୀ ଉଭୟ ଦଳର ସମସ୍ତ ପ୍ରମୁଖ ନେତା ଯୋଗ ଦେଇଥିଲେ। ବୈଠକ ସମୟରେ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁ କହିଥିଲେ…

୩୩ ଜଣ ୱାରେଣ୍ଟ ଆସାମୀଙ୍କୁ ପଳାତକ ଘୋଷଣା

କଟକ: କଟକ ଜିଲ୍ଲାରେ ବର୍ଷ ବର୍ଷ ହେଲା ଫେରାର୍ ଥିବା ୩୩ ଜଣ ୱାରେଣ୍ଟ୍ ଆସାମୀଙ୍କୁ କଟକ ଜିଲ୍ଲା ପୋଲିସ ପଳାତକ ଘୋଷଣା କରିଛି । ସମ୍ପୃକ୍ତ ୩୩ ଜଣଙ୍କ ୱାରେଣ୍ଟ୍ ଆସାମୀଙ୍କ ସ୍ଥାୟୀ ଠିକଣାରେ ଥାନା ଅଧିକାରୀମାନେ ପହଞ୍ଚିଛନ୍ତି । ଜାମିନ ବିହୀନ ଗିରଫ ପରୱାନା ଜାରି ହୋଇଥିବା ଆସାମୀଙ୍କ ଗାଁରେ…