ଟ୍ରକକୁ ଧକ୍କା ଦେଇ ରାସ୍ତା ତଳକୁ ଖସି ପଡିଲା ବସ୍
ବୌଦ୍ଧ: ବୌଦ୍ଧ ଜିଲ୍ଲାରେ ବିଳମ୍ବିତ ରାତିରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏକ ବସ ଓ ଟ୍ରକ ମୁହାମୁହିଁ ଧକ୍କା ହୋଇଛି । ଫଳରେ ୧୫ ଯାତ୍ରୀ ଆହତ ହୋଇଛନ୍ତି । ୫ ଜଣଙ୍କ ଅବସ୍ଥା ଗୁରୁତର ହୋଇ ପଡିଛି ।
ଗତକାଲି ବିଳମ୍ବିତ ରାତିରେ ସାହିଲ ନାମକ ଏକ ବସ ବଡମ୍ବାରୁ ବଲାଙ୍ଗୀର…