ସୋଆରେ ଦୁଇ ଦିନ ଧରି ଚାଲିଥିବା ଷ୍ଟାର୍ଟଅପ୍ କନ୍କ୍ଲେଭ୍ ଉଦ୍ଯାପିତ
ଭୁବନେଶ୍ୱର: କୃଷକମାନଙ୍କୁ ଜଳବାୟୁ ପରିବର୍ତ୍ତନ ସହିତ ତାଳ ଦେଇ କୃଷି କାର୍ଯ୍ୟ କରିବା ତଥା ଅତ୍ୟାଧୁନିକ କୃଷି ପ୍ରଣାଳୀରେ ଅଭ୍ୟସ୍ତ କରାଇବାର ଲକ୍ଷ୍ୟ ନେଇ ସାମାଜିକ ଉଦ୍ୟୋଗ ଲାଇଭ୍ଲିହୁଡ୍ ଅଲ୍ଟରନେଟିଭ୍ସ, ଇନ୍ଷ୍ଟିଚ୍ୟୁଟ୍ ଅଫ୍ ରୁରାଲ୍ ମ୍ୟାନେଜମେଂଟ ଆନନ୍ଦ (ଇର୍ମା)-ଆଇସିଡ୍…