ଝାରସୁଗୁଡ଼ା ଉପନିର୍ବାଚନ ପୂର୍ବରୁ ବଦଳିଲେ ଜିଲ୍ଲାପାଳ
ଝାରସୁଗୁଡ଼ା (କେ. ରୋଷନ ପୃଷ୍ଟି): ଝାରସୁଗୁଡ଼ା ଜିଲ୍ଲାପାଳ ଭାବେ ରାଜ୍ୟ ସରକାର ସୁବର୍ଣ୍ଣପୁର ଜିଲ୍ଲାପାଳ ଆବୋଲି ସୁନୀଲ ନରଭଣେଙ୍କୁ ନିଯୁକ୍ତି ଦେଇଛନ୍ତି । ଏନେଇ ଓଡ଼ିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ଝାରସୁଗୁଡ଼ା…