ଧାରାବାହିକ ଉପନ୍ୟାସ : ମନହଟ୍ଟନରୁ ମୁନ୍ନାର (୧୨)
ମୂଳ ଇଂରାଜୀ : ଅନନ୍ତିନୀ ‘ଝୁମ୍ପା’ ମିଶ୍ର
ଅନୁବାଦ : ଈପ୍ସିତା ଷଡ଼ଙ୍ଗୀ
ବୀରା ଖୁସି ହୋଇଗଲା, “ନି୧⁄୨ୟ, ଆମେ ନି୧⁄୨ୟ ଯିବା ନା!” ସମୀରା ଉଠି ପଡ଼ି କହିଲା, “ଚାଲ, ତା'ହେଲେ ଆମ ପାର୍ଟି ଡ୍ରେସ୍ ସବୁ କାଢ଼ିବା ।”
“ବୀରା, ଏ ବୀରା, ରେଡ଼ି ହେଲୁଣି?” ପାର୍ଟିକୁ ଯିବାପାଇଁ ଖୁବ୍…