ପୂର୍ବତନ ବିଧାୟକ ବିରେନ୍ଦ୍ର ପାଣ୍ଡେଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଓ ପିସିସି ସଭାପତି
ଭୁବନେଶ୍ୱର:୧୯/୩/୨୩: ଝାରସୁଗୁଡାର ପୂର୍ବତନ ବିଧାୟକ ବିରେନ୍ଦ୍ର ପାଣ୍ଡେଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସମେତ ବହୁ ନେତା ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି ଶୋକ ବାର୍ତ୍ତା ଦେଇଛନ୍ତି। ସେ ତାଙ୍କ ଟ୍ୱିଟ୍ରେ…