କର୍ଣ୍ଣାଟକରେ ମୋଦିଙ୍କ ଗଣିତକୁ ମାତ ଦେବେ କି ରାହୁଲ ?
ଭୁବନେଶ୍ୱର: ରାତି ପାହିଲେ କର୍ଣ୍ଣାଟକ ନିର୍ବାଚନ ପାଇଁ ମତଦାନ ହେବ। ଦୀର୍ଘ ଦିନ ଧରି ଜୋରଦାର ପ୍ରଚାର ପରେ ବର୍ତ୍ତମାନ ବିଭିନ୍ନ ସିଟକୁ ନେଇ ଅଙ୍କକଷା ଆରମ୍ଭ ହୋଇଛି। କର୍ଣ୍ଣାଟକରେ ୨୨୪ ବିଧାନସଭା ଆସନ ଥିବାବେଳେ ଗତ ନିର୍ବାଚନରେ ୭୪ ଟି ବିଧାନସଭା କ୍ଷେତ୍ରରେ ପ୍ରାର୍ଥୀଙ୍କ ଜିତିବା…