ଭଉଣୀ ଖୁସିଙ୍କ ସହ ତିରୁମାଳା ବାଲାଜୀ ମନ୍ଦିରରେ ପୂଜାର୍ଚ୍ଚନା କଲେ ଜାହ୍ନବୀ
ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଜାହ୍ନବୀ କପୁର ନିଜର ଅଭିନୟ ପାଇଁ ବେଶ୍ ଲୋକପ୍ରିୟ ହୋଇପାରିଛନ୍ତି । ସୋମବାର ଜାହ୍ନବୀ ତାଙ୍କ ସାନ ଭଉଣୀ ଖୁସିଙ୍କ ସହ ଆନ୍ଧ୍ରପ୍ରଦେଶର ତିରୁମାଳା ବାଲାଜୀ ମନ୍ଦିର ପରିଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି । ଉଭୟ ତେଲୁଗୁ ପୋଷାକରେ ନଜର ଆସିଥିଲେ । …