ରାହୁଲଙ୍କୁ ମିଳିଲା ଜାମିନ; ପରବର୍ତ୍ତୀ ଶୁଣାଣି ଏପ୍ରିଲ ୧୩ରେ
ସୁରଟ: ରାହୁଲ ଗାନ୍ଧୀଙ୍କୁ ମିଳିଲା ଆଶ୍ୱସ୍ତି । ସୁରଟ ସେସନ୍ସ କୋର୍ଟ ରାହୁଲଙ୍କ ଜାମିନ ଆବେଦନକୁ ୧୩ ଏପ୍ରିଲ ପର୍ଯ୍ୟନ୍ତ ମଞ୍ଜୁର କରଛନ୍ତି । ଏହାର ପରବର୍ତ୍ତୀ ଶୁଣାଣି ଏପ୍ରିଲ ୧୩ ତାରିଖରେ ହେବ । କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ଆଗତ ମାନହାନୀ ମକଦ୍ଦମାର ବିଚାର କରି…