Latest Odisha News

BREAKING NEWS

ରାଜ୍ୟକୁ ଫେରିଲା ତାତି, ୪୦ ଉପରେ ୭ ସହର

ଭୁବନେଶ୍ୱର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସାମାନ୍ୟ ବଢ଼ିଛି । କାଳବୈଶାଖୀ ପ୍ରଭାବ କମିବା ପରେ ରାଜ୍ୟରେ ବୃଦ୍ଧି ପାଇଛି ତାପମାତ୍ରା । ଆଜି ରାଜ୍ୟର ୭ଟି ସ୍ଥାନରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ଅନୁଗୁଳରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୧.୭ ଡିଗ୍ରୀ ରେକର୍ଡ…

ଗିଲଙ୍କ ବିସ୍ଫୋରକ ବ୍ୟାଟିଂ: ଗୁଜରାଟ ନିକଟରୁ ୫୬ ରନରେ ହାରିଲା ଲକ୍ଷ୍ନୌ

ଅହମ୍ମଦାବାଦ: ଚଳିତ ଆଇପିଏଲରେ ରବିବାର ଏକ ହାଇସ୍କୋରିଂ ମୁକାବିଲାରେ ଗୁଜରାଟ ଟାଇଟନ୍ସ ୫୬ ରନରେ ଲକ୍ଷ୍ନୌ ସୁପର ଜ୍ୟାଟଂସକୁ ପରାସ୍ତ କରିଛି । ପ୍ରଥମେ ବ୍ୟାଟିଂ କରି ଗୁଜରାଟ ୨୦ ଓଭରରେ ୨ ୱିକେଟ ବିନିମୟରେ ୨୨୭ ରନ ସଂଗ୍ରହ କରିଥିଲା । ରିଦ୍ଧିମାନ ଶାହା ୮୧ ଓ ଶୁଭମନ ଗିଲ ୯୪ ରନର ବିସ୍ଫୋରକ…

ପ୍ରିୟଙ୍କା-ଅଙ୍କିତଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା : ମୁହଁ ଖୋଲିଲେ ପ୍ରିୟଙ୍କା, ଏପରି କିଛି କହିଲେ

ମୁମ୍ବାଇ: ଛୋଟ ପରଦାରେ ପ୍ରସାରିତ ‘ଉଡ଼ାରିୟା୍‌' ଧାରାବାହିକର ହିଟ୍ ଦମ୍ପତି ପ୍ରିୟଙ୍କା ଚହର ଚୌଧୁରୀ ଏବଂ ଅଙ୍କିତ ଗୁପ୍ତା ଏବେ ବେଶ୍ ଚର୍ଚ୍ଚାରେ । ବିଗ୍‌ବସ ସିଜିନ୍ ୧୬ରେ ପ୍ରତିଯୋଗୀ ସାଜିଥିଲେ ଏହି ଯୋଡ଼ି । ବିଗ୍‌ବସ ଘରେ ମଧ୍ୟ ସେମାନଙ୍କ ଭିତରେ ପ୍ରେମ ସମ୍ପର୍କ ରହିଥିବା ନେଇ ଆଲୋଚନା…

ରାଷ୍ଟ୍ରପତିଙ୍କ ଅଭିଭାଷଣ ବେଳେ ବିଜୁଳି କାଟକୁ ନେଇ ତେଜିଲା ରାଜନୀତି

ଭୁବନେଶ୍ୱର: ବାରିପଦା ସ୍ଥିତ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜ ଦେଓ ବିଶ୍ବବିଦ୍ୟାଳୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ବେଳେ ୯ ମିନିଟ୍ ଧରି ବିଦ୍ୟୁତ କାଟ ହେବା ପରେ ବିବାଦ ଦେଖାଦେଇଛି। ଏହି ଘଟଣାକୁ ନେଇ ରାଜନୈତିକ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ରବିବାର…

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ବିରୋଧରେ ଆଦର୍ଶ ଆଚରଣବିଧି ଉଲ୍ଲଙ୍ଘନ ଅଭିଯୋଗ ଆଣିଲା ବିଜେଡି

ଭୁବନେଶ୍ୱର: ବିଜେପୁର ଏବଂ ପଦ୍ମପୁର ଉପନିର୍ବାଚନ ଭଳି ଝାରସୁଗୁଡ଼ା ଉପନିର୍ବାଚନରେ ମଧ୍ୟ ଓଡ଼ିଶା ବିଜେପି ଆଦର୍ଶ ଆଚରଣବିଧି ଉଲ୍ଲଂଘନ କରି ଆସୁଛି । ଏ ଏଭିଯୋଗ କରିବା ସହ ବିଜେଡି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଦ୍ୱାରସ୍ଥ ହୋଇଛି । ଓଡ଼ିଶା ବିଜେପିର ବରିଷ୍ଠ ନେତା ଖୋଦ୍ କେନ୍ଦ୍ର…

୫ ଟି ଫୁଟବଲ୍‌ରେ କୌଶଳ ଦେଖାନ୍ତି ଯୁବକ, ଲୋକେ କରନ୍ତି ପ୍ରଶଂସା

ଜୟପୁର : ସୋସିଆଲ ମିଡ଼ିଆରେ ଆମେ ଅନେକ ଭିଡ଼ିଓ ଦେଖିବାକୁ ପାଇଥାଉ ଯେଉଁଥିରେ, ଲୋକମାନେ ଭିନ୍ନ ଭିନ୍ନ କଳା କୌଶଳ ପ୍ରଦର୍ଶନ କରିଥାନ୍ତି । ଯାହାକୁ ଦେଖି ଆମେ ବହୁତ ଖୁସି ହେବା ସହ ପ୍ରଶଂସା ବି କରିଥାଉ । ତେବେ ଜୟପୁରର ଜଣେ ଯୁବକ ୫ଟି ବଲରେ ବିଭିନ୍ନ ପ୍ରକାରର କୌଶଳ ଦେଖାଇଥାନ୍ତି, ଯାହାକୁ…

ୱେବ୍ ସିରିଜ୍‌ରେ କାମ କରିବେ ଜାହ୍ମବୀ

ମୁମ୍ବାଇ: ବର୍ତ୍ତମାନ ଡିଜିଟାଲ ପ୍ଲାଟଫର୍ମର ଚାହିଦା ବେଶୀ । ୱେବ୍ ସିରିଜ୍ ଏମିତି ଏକ ମାଧ୍ୟମ, ଯାହାଦ୍ୱାରା ଜଣେ ଅଭିନେତା କିମ୍ବା ଅଭିନେତ୍ରୀ ଦର୍ଶକଙ୍କ ନିକଟତର ହୋଇପାରିବ । ଖୁବ୍‌ଶୀଘ୍ର ଘରେ ଘରେ ସ୍ୱତନ୍ତ୍ର ପରିଚୟ ବି ପାଇପାରିବ । ତେଣୁ ମୁଁ ୱେବ୍ ଦୁନିଆରେ ପାଦ ଦେବାକୁ ନିଷ୍ପତ୍ତି…

ଭାରତୀୟ ବାୟୁସୀମାରେ ଘୁରି ବୁଲିଲା ପାକିସ୍ତାନ ଏୟାରଲାଇନ୍ସର ବିମାନ

ନୂଆଦିଲ୍ଲୀ: ଭାରତୀୟ ବାୟୁସୀମାରେ ପାକିସ୍ତାନ ଏୟାରଲାଇନ୍ସର ଏକ ବିମାନ ଘୁରି ବୁଲିବା ଚିନ୍ତାର କାରଣ ସାଜିଥିଲା । ବିମାନଟି ଭାରତ ସୀମାରେ ପ୍ରବେଶ କରିବା ମାତ୍ରେ ସେନାକୁ ସତର୍କ କରାଯାଇଥିଲା । ସେନା ପ୍ରାୟ ୧୦ ମିନିଟ ଏହା ଉପରେ ନଜର ରଖିଥିଲା । ବିମାନଟି ପଞ୍ଜାବ ନିକଟରେ ୧୨୦ କିଲୋମିଟର…

‘ଦ କେରଲା ଷ୍ଟୋରି’କୁ ବିରୋଧ, ତାମିଲନାଡୁରେ ସ୍କ୍ରିନିଂ ବନ୍ଦ

ମୁମ୍ବାଇ : ବଲିଉଡ ଫିଲ୍ମ ‘ଦ କେରଲା ଷ୍ଟୋରି’କୁ ବିରୋଧ କରିବା ଥମୁନି । ଫିଲ୍ମଟି ଅନେକ ରାଜ୍ୟରେ ଭଲ ସମର୍ଥନ ପାଇଥିବା ବେଳେ ତାମିଲନାଡୁରେ କିନ୍ତୁ ଫିଲ୍ମକୁ ଘୋର ବିରୋଧ କରାଯାଉଛି । ଏବେ ତାମିଲନାଡୁରେ ଏହାର ସ୍କ୍ରିନିଂକୁ ମଧ୍ୟ ବନ୍ଦ କରି ଦିଆଯାଇଛି । ତାମିଲନାଡୁରେ ନାମ ତମିଲର…

ବିଶ୍ୱ ବକ୍ସିଂ ଚାମ୍ପିୟନଶିପ: ଆକାଶ, ନିଶାନ୍ତ ପ୍ରି କ୍ୱାର୍ଟରରେ

ନୂଆଦିଲ୍ଲୀ: ତାଶକନ୍ଦରେ ଅନୁଷ୍ଠିତ ବିଶ୍ୱ ବକ୍ସିଂ ଚାମ୍ପିୟନଶିପରେ ଭାରତର ଆକାଶ ସାଙ୍ଗୱାନ ଓ ନିଶାନ୍ତ ଦେବ ସମ୍ପୂର୍ଣ୍ଣ ଷ୍ଟାଇଲରେ ଅଭିଯାନ ଆରମ୍ଭ କରିଛନ୍ତି । ସେମାନେ ନିଜ ନିଜ ବିଭାଗର ମୁକାବିଲାରେ ବିଜୟ ହାସଲ କରି ପ୍ରି-କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି । ୬୭ କିଗ୍ରା ବିଭାଗରେ…