ରଥଯାତ୍ରା ପାଇଁ ଦ୍ୱିତୀୟ ସମନ୍ୱୟ ବୈଠକ, ରଥ ପୂର୍ବରୁ ପ୍ରକଳ୍ପ କାର୍ଯ୍ୟ ସାରିବାକୁ ଗୁରୁତ୍ୱ
ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଆଜି ଦ୍ୱିତୀୟ ସମନ୍ୱୟ ବୈଠକ ବସିଥିଲା । ଆଇନ୍ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଶୃଙ୍ଖଳିତ ନୀତି, ଜନଗହଳି ନିୟନ୍ତ୍ରଣ, ବିଭିନ୍ନ ବିଭାଗର ସେବା ଭଳି ୨୧ଟି ପ୍ରସଙ୍ଗ ଉପରେ ଆଲୋଚନା ହୋଇଛି । ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ସହ…