ଡାଲି ଷ୍ଟକ୍ ଅନୁଧ୍ୟାନ ପାଇଁ କେନ୍ଦ୍ର ସରକାରଙ୍କ ତତ୍ପରତା
ନୂଆଦିଲ୍ଲୀ: ଦେଶରେ ଡାଲି ଷ୍ଟକ୍ ଅନୁଧ୍ୟାନ ପାଇଁ କେନ୍ଦ୍ର ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଉପଭୋକ୍ତା ବ୍ୟାପାର ବିଭାଗ ସଚିବ ଶ୍ରୀ ରୋହିତ କୁମାର ସିଂ ନିୟମିତ ଭାବେ ସ୍ୱଚ୍ଛ ପ୍ରକ୍ରିୟାରେ ଡାଲି ଷ୍ଟକ୍ର ଉପଲବ୍ଧତା ସମ୍ପର୍କରେ ସୂଚନା ଦେବା ଲାଗି ସବୁ ପ୍ରମୁଖ ଡାଲି…