ଯୁକ୍ତ ଦୁଇ ପରୀକ୍ଷାର୍ଥୀଙ୍କ ଉତ୍ତର ଖାତା ଗାଏବ, କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ
ବାରିପଦା: ଯୁକ୍ତ ଦୁଇ ପରୀକ୍ଷାର୍ଥୀଙ୍କ ଉତ୍ତର ଖାତା ଗାଏବ। ପ୍ରାୟ ୧୨ ଜଣ ଛାତ୍ରଛାତ୍ରୀଙ୍କ ଓଡ଼ିଆ ବିଷୟର ଉତ୍ତର ଖାତା ଗାଏବ ହୋଇଯାଇଥିବା ଜଣାପଡ଼ିଛି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବାରିପଦା ଶ୍ରୀମା ମହିଳା ମହାବିଦ୍ୟାଳୟରେ। ଏ ନେଇ ମୂଲ୍ୟାୟନ କେନ୍ଦ୍ର ପକ୍ଷରୁ ସମ୍ପୃକ୍ତ କଲେଜ…