ପୂ୍ର୍ବତନ ମୁଖ୍ୟମନ୍ତ୍ରୀ ୟେଦ୍ୟୁରପ୍ପାଙ୍କ ବାସଭବନ ସାମ୍ନାରେ ବିକ୍ଷୋଭ ଏବଂ ପଥରମାଡ
ବେଙ୍ଗାଲୁର: ଭାଜପାର ବରିଷ୍ଠ ନେତା ତଥା କର୍ଣ୍ଣାଟକର ପୂ୍ର୍ବତନ ମୁଖ୍ୟମନ୍ତ୍ରୀ ବିଏସ ୟେଦ୍ୟୁରପ୍ପାଙ୍କ ଶିବମୋଗ୍ଗାର ଶିକାରୀପୁର ସ୍ଥିତ ବାସଭବନ ସମ୍ମୁଖରେ ଏକ ବଡ଼ଧରଣର ବିକ୍ଷୋଭ ପ୍ରଦର୍ଶନ ସହ ପଥର ମାଡ଼ ହୋଇଛି। ସଂରକ୍ଷଣ ସମ୍ପର୍କିତ ପ୍ରସଙ୍ଗକୁ ବିରୋଧ କରି ଆଜି ଅପରାହ୍ନରେ ବନଜାରା…