ଇଦ୍ରେ ମୁକ୍ତିଲାଭ କରିବନି ସଲମନଙ୍କ ଫିଲ୍ମ ‘କିସି କା ଭାଇ କିସି କି ଜାନ’
ମୁମ୍ବାଇ:ବଲିଉଡର ସୁପରଷ୍ଟାର ବା ଭାଇଜାନ ସଲମନ ଖାନ୍ ଏବେ ବେଶ୍ ଚର୍ଚ୍ଚାରେ । ତାଙ୍କର ଆଗାମୀ ଫିଲ୍ମ ‘କିସି କା ଭାଇ କିସି କି ଜାନ' ଙ୍କୁ ନେଇ ତାଙ୍କ ପ୍ରଶଂସକମାନେ ବହୁତ ଉତ୍ସାହିତ ଅଛନ୍ତି । ଏହି ଫିଲ୍ମଟି ଇଦ୍ରେ ମୁକ୍ତିଲାଭ କରିବ ବୋଲି କୁହାଯାଉଥିଲା । କିନ୍ତୁ ଏବେ ଏହାର ରିଲିଜ…