ଏପ୍ରିଲ ୩ ଯାଏଁ ରାଜ୍ୟରେ କାଳବୈଶାଖୀ: ୪୦ରୁ ୫୦ କିମି ଯାଏଁ ରହିବ ପବନର ବେଗ
ଭୁବନେଶ୍ବର: ବର୍ତ୍ତମାନ ରାଜ୍ୟରେ ପ୍ରତ୍ୟେକ ଦିନ ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରକୋପ ଜାରି ରହିଛି । ଆସନ୍ତା ଏପ୍ରିଲ ୩ ପର୍ଯ୍ୟନ୍ତ ପ୍ରତିଦିନ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ଏବଂ ପବନ ହୋଇପାରେ ।
ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର,…