ରତନ ଟାଟାଙ୍କୁ ସର୍ବୋଚ୍ଚ ନାଗରିକ ସମ୍ମାନରେ ସମ୍ମାନିତ କଲା ଅଷ୍ଟ୍ରେଲିଆ
କାନବେର୍ରା: ରତନ ଟାଟାଙ୍କୁ ଅଷ୍ଟ୍ରେଲିଆରେ ସମ୍ମାନ। ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ଅର୍ଡର ଅଫ୍ ଅଷ୍ଟ୍ରେଲିଆ(ଏଓ)ରେ ରତନ ଟାଟାଙ୍କୁ ସମ୍ମାନିତ କରାଯାଇଛି। ବାଣିଜ୍ୟ ପୁଞ୍ଜି ନିବେଶ ଆଦି ପ୍ରସଙ୍ଗରେ ଭାରତ-ଅଷ୍ଟ୍ରେଲିଆ ଦ୍ୱିପାଖିକ ସମ୍ପର୍କକୁ ମଜଭୁତ୍ କରିବାରେ ରତନ ଟାଟାଙ୍କର…