ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂ ବାଦଲଙ୍କ ବିୟୋଗ
ଅମୃତସର: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂ ବାଦଲଙ୍କ ମଙ୍ଗଳବାର ରାତିରେ ଦେହାନ୍ତ ହୋଇଛି। ଶିରୋମଣି ଅକାଳି ଦଳର ପ୍ରତିଷ୍ଠାତା ହେଉଛନ୍ତି ପ୍ରକାଶ ସିଂ ବାଦଲ। ନିକଟରେ ସେ ନିଶ୍ୱାସ ପ୍ରଶ୍ୱାସ ନେବାରେ ଅସୁବିଧା ଅନୁଭବ କରିବା ପରେ ତାଙ୍କୁ ମୋହାଲିର ଫୋର୍ଟିସ୍ ହସ୍ପିଟାଲରେ…