ନବୀନ ଜୈନଙ୍କୁ ତୁରନ୍ତ ଗିରଫ କରାଯାଉ: ବିଜେଡି
ଭୁବନେଶ୍ୱର: ଶୁକ୍ରବାର ପବିତ୍ର ରାମ ନବମୀ ଅବସରରେ ଟିଟିଲାଗଡରେ ଏକ ଶୋଭାଯାତ୍ରା ଅନୁଷ୍ଠିତ ହେଉଥିଲା । ଏହି ଶୋଭାଯାତ୍ରାରେ ଅରାଜକତାର ସମସ୍ତ ସୀମାରେଖା ଉଲ୍ଲଂଘନ କରି ଟିଟିଲାଗଡ ବିଧାୟକ ନବୀନ ଜୈନ ଏକ ବନ୍ଧୁକ ବାହାର କରି ସର୍ବସାଧାରଣଙ୍କ ସାମ୍ନାରେ ଉପରକୁ ଫାଙ୍କା ଗୁଳି ଚାଳନା କରିଥିଲେ…