ପୂରଣ ହେବ ଖାଲି ପଡ଼ିଥିବା ପଦବି; ନିଯୁକ୍ତି ପାଇବେ ୪୦ ହଜାର ଶିକ୍ଷକ
ଭୁବନେଶ୍ୱର : ନିକଟରେ ରାଜ୍ୟରେ ଖାଲି ପଡ଼ିଥିବା ଶିକ୍ଷକ ପଦବୀ ଖୁବ୍ଶୀଘ୍ର ପୂରଣ ହେବ ବୋଲି ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଥିଲେ। ଘୋଷଣା ମୁତାବକ ଏବେ ରଜ୍ୟରେ ୪୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ ବୋଲି ସରକାରଙ୍କ ପକ୍ଷରୁ ସୂଚନା ମିଳିଛି।
ଏଥିରେ…