Naxals Killed Sikshyaduta: ପୋଲିସ ଇନଫର୍ମର୍ ସନ୍ଦେହରେ ଶିକ୍ଷାଦୂତଙ୍କୁ ହତ୍ୟା କଲେ ନକ୍ସଲ
ମାଲକାନଗିରି: ପୁଣି ରକ୍ତମୁଖା ହୋଇପଡିଛନ୍ତି ଲାଲବାହିନୀ । ପୋଲିସ ଇନଫର୍ମର୍ ସନ୍ଦେହରେ ଜଣେ ଶିକ୍ଷାଦୂତଙ୍କୁ ହତ୍ୟା କଲେ ନକ୍ସଲ । ଏଭଳି ଘଟଣା ସାମ୍ନାକୁ ଆସିଛି ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲା ଅନ୍ତର୍ଗତ ଜଗରଗୁଣ୍ଡା ଥାନା ଅଞ୍ଚଳରୁ । ନକ୍ସଲ ମାନେ ହତ୍ୟା କରିଥିବା…