ସ୍ୱାଭିମାନ ଅଞ୍ଚଳରେ ଆରମ୍ଭ ହେଲା ପୁଷ୍ପା-୨ର ସୁଟିଂ
ମାଲକାନଗିରି: ସ୍ଵାଭିମାନ ଅଞ୍ଚଳରେ ପୁଷ୍ଟା ଟିମ୍ । ଆରମ୍ଭ ହେଲା ସୁଟିଂ । ସାଉଥ ଫିଲ୍ମ ପୁଷ୍ପା ପାର୍ଟ୍ -୨ ର ସୁଟିଂ ମାଲକାନଗିରିରେ ଆରମ୍ଭ ହୋଇଛି । ଆନ୍ଧ୍ର ଓଡିଶା ସୀମାନ୍ତ ତରାବୁ ଜଳପ୍ରପାତ ନିକଟରେ ପୁଷ୍ପାର ଏକ ଟିମ ଗତକାଲି ପହଞ୍ଚି ଏକ ଜଙ୍ଗଲି ସେଟ୍ ଅପ୍ ତିଆରି କରିବା ପରେ…