Latest Odisha News

BREAKING NEWS

ସପ୍ତମ ଓଡ଼ିଶା ଟ୍ରାଭେଲ ବଜାର ୨୦୨୬: ଭାରତର ପର୍ଯ୍ୟଟନ ବିକାଶରେ ନେତୃତ୍ୱ ନେବାକୁ ଓଡ଼ିଶା ପ୍ରସ୍ତୁତ

ଭୁବନେଶ୍ୱର: ଭାରତର ପର୍ଯ୍ୟଟନ ଏବଂ ଆତିଥେୟତା କ୍ଷେତ୍ରର ବିକାଶରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିବା ପାଇଁ ଓଡ଼ିଶା ନିଜକୁ ପ୍ରସ୍ତୁତ କରୁଛି। ଏଥିରେ ବିଦେଶୀ ପର୍ଯ୍ୟଟକଙ୍କୁ ଆକର୍ଷିତ କରିବା, ସ୍ଥାନୀୟ ଉଦ୍ୟୋଗୀମାନଙ୍କୁ ପ୍ରୋତ୍ସାହିତ କରିବା ଏବଂ ଯୁବପିଢ଼ିଙ୍କ ପାଇଁ ନିଯୁକ୍ତି ସୁଯୋଗ…

Hirakud Dam:ବନ୍ଦ ହେଲା ହୀରାକୁଦର ୧୦ ଗେଟ୍‌;ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର:ହୀରାକୁଦ ଜଳଭଣ୍ଡାରକୁ ଜଳ ପ୍ରବେଶ ପରିମାଣ ହ୍ରାସ ପାଇଛି । ଫଳରେ ଆଉ ୧୦ଟି ଗେଟ୍ ବନ୍ଦ କରାଯାଇଛି । ଏବେ ୫ଟି ଗେଟ୍ ମାଧ୍ୟମରେ ଜଳ ନିଷ୍କାସନ ଜାରି ରହିଛି । ଆଗାମୀ ସମୟରେ ଜଳ ପ୍ରବେଶ ପରିମାଣ ଏବଂ ଜଳଭଣ୍ଡାରର ଜଳସ୍ତରକୁ ନଜରରେ ରଖି ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ । ସକାଳ…

ଟାଇମ ପତ୍ରିକାର ‘ଟାଇମ ୧୦୦ ନେକ୍ସଟ’ ତାଲିକାରେ ଭାରତର ବୈଭବ

ନୂଆଦିଲ୍ଲୀ: ଅନ୍ତର୍ଜାତୀୟ କ୍ରିକେଟ୍‌ରେ ନିଜର ଦମଦାର ପ୍ରଦର୍ଶନ ବଳରେ ବିଶ୍ୱସ୍ତରରେ ଭାରତର ନାମ ରଖିଥିବା ୧୫ ବର୍ଷୀୟ ଯୁବ ବ୍ୟାଟର ବୈଭବ ସୂର‌୍ୟ୍ୟବଂଶୀଙ୍କୁ ପ୍ରସିଦ୍ଧ ଆମେରିକୀୟ ପତ୍ରିକା ଟାଇମ ତାର ଟାଇମ ୧୦୦ ନେକ୍ସଟ ୨୦୨୬ର  (ଟପ୍-୧୦୦ ରାଇଜିଂ ଷ୍ଟାର୍ସ) ତାଲିକାରେ ସାମିଲ କରିଛି ।…

Regularizes Junior Teachersr:ନିୟମିତ ହେଲେ କନିଷ୍ଠ ଶିକ୍ଷକ,ନିୟମିତକରଣ ୧ ଜାନୁଆରୀ…

ଭୁବନେଶ୍ବର:ସରକାରଙ୍କ ବଡ ଘୋଷଣା । ୨୦୨୩-୨୪ ଶିକ୍ଷାବର୍ଷରେ ନିୟୋଜିତ କନିଷ୍ଠ ଶିକ୍ଷକମାନଙ୍କୁ (ସ୍କିମାଟିକ୍)ନିୟମିତ ଘୋଷଣା କରିଛନ୍ତି ସରକାର। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଭାଗୀୟ ବିଜ୍ଞପ୍ତି ଅନୁସାରେ,ନିର୍ଦ୍ଧାରିତ…

ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜରେ ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ: ପ୍ରସିଦ୍ଧ ବାଦ,ୱାଶିଂଟନଙ୍କୁ ବିଶ୍ରାମ

ନୂଆଦିଲ୍ଲୀ: ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ଦିନିକିଆ ପୂର୍ବରୁ ଭାରତୀୟ ଦଳରେ ଦୁଇଟି ପ୍ରମୁଖ ପରିବର୍ତ୍ତନ କରାଯାଇଛି । ଆହତ ସମସ୍ୟା ଯୋଗୁଁ ଦ୍ରୁତ ବୋଲର ପ୍ରସିଦ୍ଧ କୃଷ୍ଣା ଦିନିକିଆ ଦଳରୁ ବାଦ୍ ପଡ଼ିଥିବା ବେଳେ ଅଲରାଉଣ୍ଡର ୱାଶିଂଟନ୍ ସୁନ୍ଦରଙ୍କୁ ଟି୨୦ ଦଳରୁ ବିଶ୍ରାମ ଦିଆଯାଇଛି । …

ଆଇସିସିର ନୂଆ ନିୟମ: ଆନ୍ତର୍ଜାତୀୟ କ୍ରିକେଟ୍‌ରେ ଆସିଲା ବଡ଼ ପରିବର୍ତ୍ତନ

ଆନ୍ତର୍ଜାତୀୟ କ୍ରିକେଟ୍ କାଉନ୍ସିଲ  ଖେଳର ନିୟମ ଏବଂ ପ୍ଲେଇଂ କଣ୍ଡିସନ୍‌ରେ କେତେକ ପ୍ରମୁଖ ପରିବର୍ତ୍ତନ କରିଛି । ଏହି ନୂଆ ନିୟମଗୁଡ଼ିକ ୧ ଅକ୍ଟୋବର ୨୦୨୬ କିମ୍ବା ତା’ପରେ ଆରମ୍ଭ ହେଉଥିବା ସମସ୍ତ ନୂଆ ସିରିଜ୍‌ରେ ଲାଗୁ ହେବ । ପୂର୍ବରୁ ଚାଲୁଥିବା ସିରିଜ୍‌ଗୁଡ଼ିକ ପୁରୁଣା ନିୟମ ଅନୁସାରେ…

କନ୍ଧମାଳ ଜିଲ୍ଲାରେ ଟିପିଏସ୍ଓଡିଏଲ୍ ପକ୍ଷରୁ ‘ସୋଲାର ରଥ’ ଶୁଭାରମ୍ଭ

ଫୁଲବାଣୀ: ସ୍ୱଚ୍ଛ ଓ ନବୀକରଣଯୋଗ୍ୟ ଶକ୍ତିର ବାର୍ତ୍ତାକୁ ଜନସାଧାରଣଙ୍କ ନିକଟରେ ପହଞ୍ଚାଇବା ଉଦ୍ଦେଶ୍ୟରେ, ମାସବ୍ୟାପୀ ‘ସେବା ସେତୁ ଅଭିଯାନ’ ଅଧୀନରେ କନ୍ଧମାଳ ଜିଲ୍ଲାର ଫୁଲବାଣୀଠାରେ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍(ଟିପିଏସ୍ଓଡିଏଲ୍) ପକ୍ଷରୁ ‘ସୋଲାର ରଥ’ର ଶୁଭାରମ୍ଭ…

ଏସୀୟ କ୍ରୀଡ଼ା ୨୦୨୬: ପାକିସ୍ତାନକୁ ହରାଇ ଫାଇନାଲରେ ଭାରତୀୟ ହକି ଦଳ

ନୂଆଦିଲ୍ଲୀ: ଏସିଆନ ଗେମ୍ସରେ ଭାରତ ହତି ଦଳ ଉଭୟ ପୁରୁଷ ଏବଂ ମହିଳା ବିଭାଗରେ ଚମତ୍କାର ପ୍ରଦର୍ଶନ କରି ଫାଇନାଲରେ ପ୍ରବେଶ କରିଛନ୍ତି । ଏସୀୟ କ୍ରୀଡ଼ା ୨୦୨୬ର ପ୍ରଥମ ସେମିଫାଇନାଲ ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ୪-୩ ଗୋଲ୍‌ରେ ପରାସ୍ତ କରି ଫାଇନାଲରେ…

Subhadra ShaktiBazaar:ମୁମ୍ବାଇରେ ‘ସୁଭଦ୍ରା ଶକ୍ତି ପପ୍-ଅପ୍ ବଜାର’;ମହିଳାଙ୍କ ଦ୍ୱାରା ପ୍ରସ୍ତୁତ ହସ୍ତତନ୍ତ ଓ…

ଭୁବନେଶ୍ୱର: ମୁମ୍ବାଇରେ ଆୟୋଜିତ FICCI FRAMES 2026ରେ ଓଡ଼ିଶା ସରକାରଙ୍କ ମିଶନ ଶକ୍ତି ବିଭାଗ ପକ୍ଷରୁ ‘ସୁଭଦ୍ରା ଶକ୍ତି ପପ୍-ଅପ୍ ବଜାର’ ସ୍ଥାପନ କରାଯାଇଥିଲା। ୨୯ ଓ ୩୦ ସେପ୍ଟେମ୍ବରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ମହିଳା ଉଦ୍ୟୋଗୀମାନଙ୍କ ଦ୍ୱାରା ପ୍ରସ୍ତୁତ ବିଭିନ୍ନ…

ଏସୀୟ କ୍ରୀଡ଼ା ଫାଇନାଲ୍: ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ହାତମିଳାକୁ ନେଇ ସସପେନ୍ସ

ନାଗୋୟା (ଜାପାନ): ଏସୀୟ କ୍ରୀଡ଼ା କ୍ରିକେଟ୍‌ର ଗୁରୁତ୍ୱପୂର୍ଣ୍ଣ ସେମିଫାଇନାଲ୍‌ରେ ଭାରତୀୟ ଦଳ ଶ୍ରୀଲଙ୍କାକୁ ୧୨୪ ରନ୍‌ରେ ପରାସ୍ତ କରି ଫାଇନାଲ୍‌ରେ ପ୍ରବେଶ କରିଛି । ଆସନ୍ତା ଶନିବାର ସ୍ୱର୍ଣ୍ଣ ପଦକ ପାଇଁ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି । ତେବେ ମ୍ୟାଚ୍ ପୂର୍ବରୁ…