ପ୍ରକାଶ ପାଇଲା ଏକାଡେମିକ୍ କ୍ୟାଲେଣ୍ଡର; ଚଳିତ ଶିକ୍ଷାବର୍ଷରେ ଏତିକି ଦିନ ଖୋଲା ରହିବ ସ୍କୁଲ…
ଭୁବନେଶ୍ବର: ଚଳିତ ଶିକ୍ଷାବର୍ଷ ପାଇଁ ପ୍ରକାଶ ପାଇଲା ପ୍ରାଥମିକ ଓ ମାଧ୍ୟମିକ ବିଦ୍ୟାଳୟର ଏକାଡେମିକ୍ କ୍ୟାଲେଣ୍ଡର । ଏହି କ୍ୟାଲେଣ୍ଡରରେ କାର୍ଯ୍ୟଦିବସଠୁ ଆରମ୍ଭକରି ଛୁଟି, ପରୀକ୍ଷା ସମୟ ଆଦି ନିର୍ଦ୍ଧାରଣ କରାଯାଇଛି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ଓଡ଼ିଶା ବିଦ୍ୟାଳୟ ଶିକ୍ଷା…