ଫିଲିପ୍ସ ଏଜୁକେସନ୍ ସହିତ ସୋଆର ବୁଝାମଣା ସ୍ୱାକ୍ଷରିତ
ଭୁବନେଶ୍ୱର: ଶିକ୍ଷକ ଓ ଛାତ୍ରଛାତ୍ରୀମାନେ ଶିଳ୍ପ କ୍ଷେତ୍ରର ବିଭିନ୍ନ ସମସ୍ୟା ସହ ପରିଚିତ ହେବା ନିମନ୍ତେ ସ୍ଥାନୀୟ ଶିକ୍ଷା ଓ ଅନୁସନ୍ଧାନ (ସୋଆ), ନଭି ମୁମ୍ବାଇସ୍ଥିତ ଫିଲିପ୍ସ ଏଜୁକେସନ୍, ଫିଲିପ୍ସ ମେସିନ୍ ଟୁଲ୍ସ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍ ସହିତ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ…