ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଉପଜିଲ୍ଲାପାଳ ଅଫିସ ଘେରାଉ
ଭୁବନେଶ୍ୱର: ସମ୍ବଲପୁର ହନୁମାନ ଜୟନ୍ତୀ ଶୋଭାଯାତ୍ରା ଅବସରରେ ଗତ ୧୨ ଓ ୧୪ ତାରିଖରେ ହୋଇଥିବା ଆକ୍ରମଣ ଏବଂ କର୍ମୀଙ୍କ ହତ୍ୟା ଘଟଣାର ତଦନ୍ତ କରିବା ତଥା ଅପରାଧୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବା ଦାବିରେ ଆଜି ଭୁବନେଶ୍ୱର ଉପ ଜିଲ୍ଲାପାଳଙ୍କ ଅଫିସ ଘେରାଉ କରିଛି ବିଶ୍ୱ…