ସମଲିଙ୍ଗୀ ବିବାହକୁ ଆଇନଗତ କରିବା ପାଇଁ ଆବେଦନ ଉପରେ ସୁପ୍ରିମକୋର୍ଟରେ କାଲିଠୁ ଶୁଣାଣୀ, କେନ୍ଦ୍ର ସରକାରଙ୍କ ବିରୋଧ
ନୂଆଦିଲ୍ଲୀ : ଦେଶରେ ସମଲିଙ୍ଗୀ ବିବାହକୁ ବିରୋଧରେ କେନ୍ଦ୍ର ସରକାର ସୁପ୍ରିମକୋର୍ଟରେ ଏକ ନୂଆ ଆବେଦନ କରିଥିବା ଜଣାପଡ଼ିଛି। ଆବେଦନରେ କେନ୍ଦ୍ର ସରକାର କହିଛନ୍ତି ଯେ, ସମଲିଙ୍ଗୀ ବିବାହକୁ ଆଇନଗତ କରିବା ପାଇଁ ଆବେଦନ ଉପରେ ସୁପ୍ରିମକୋର୍ଟଙ୍କ ବିଚାର ଉପରେ କେନ୍ଦ୍ର ସରକାର ପ୍ରଶ୍ନ…