ସମ୍ବଲପୁରରେ ସ୍ଥିତି ଶାନ୍ତିପୂର୍ଣ୍ଣ ଓ ହିଂସା ଘଟଣାରେ ମୋଟ ୭୯ ଜଣ ଗିରଫ, ଏସ୍ପି ଅଫିସରେ ଡିଜିପିଙ୍କ ସମୀକ୍ଷା ବୈଠକ
ସମ୍ବଲପୁର : ରବିବାର ସମ୍ବଲପୁରରେ ସ୍ଥିତି ଶାନ୍ତିପୂର୍ଣ୍ଣ ଥିବା ବେଳେ ୧୨ ଓ ୧୪ ତାରିଖର ହିଂସାରେ ସଂପୃକ୍ତି ପାଇଁ ବର୍ତ୍ତମାନ ସୁଦ୍ଧା ୭୯ ଜଣଙ୍କୁ ଗିରଫ କରାଯାଇଛି । ଏପ୍ରିଲ ୧୨ ତାରିଖ ପଥରମାଡ ଘଟଣାରେ ୨୬ ଜଣ ଓ ୧୪ ତାରିଖ ହନୁମାନ ଜୟନ୍ତୀ ଶୋଭାଯାତ୍ରା ବେଳେ ଘଟିଥିବା ହିଂସା ଘଟଣାରେ ୫୩…