ଯାହା ନ ହେଉଛି ବିଜେପି ଆସିଲେ ହେବ !
ଭୁବନେଶ୍ୱର: ଦେଶର ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ବିଜେପି ଭିନ୍ନ ଢଙ୍ଗରେ ପ୍ରଚାର ଆରମ୍ଭ କରିଛି। ବିଭିନ୍ନ ରାଜ୍ୟର ସ୍ଥିତି ଓ ଲୋକଙ୍କ ଭାବାବେଗକୁ ଦେଖି ପ୍ରସଙ୍ଗ ଉଠାଇଛି ଦଳ। ଦଳର ହେଭିୱେଟ ନେତା ତଥା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ପଶ୍ଚିମବଙ୍ଗରେ ପ୍ରଚାର କରିଛନ୍ତି।…