Indian Economy: ଚଳିତ ବର୍ଷ ଭାରତୀୟ ଅର୍ଥନୀତି ୬.୬ ପ୍ରତିଶତ ବଢ଼ିବ ଜିଡିପି: ଆଇଏମ୍ଏଫ୍
ନୂଆଦିଲ୍ଲୀ: ଚଳିତ ଆର୍ଥିକବର୍ଷ ଭାରତୀୟ ଅର୍ଥନୀତି ୬.୬% ହାରରେ ବଢ଼ିବ। ଏଥିସହିତ ଭାରତ ବିଶ୍ୱର ସବୁଠାରୁ ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥବ୍ୟବସ୍ଥା ଭାବେ ଏହାର ମାନ୍ୟତା ବଜାୟ ରଖିବ। ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି(ଆଇଏମ୍ଏଫ୍)ଏହାର ୱାର୍ଲଡ ଇକୋନୋମିକ୍ ଆଉଟ୍ଲୁକ୍(ଡବ୍ଲ୍ୟୁଇଓ) ରିପୋର୍ଟରେ…