ଆଇପିଏଲରେ ଗୋଟିଏ ଟିମ ପକ୍ଷରୁ ସର୍ବାଧିକ ମ୍ୟାଚରେ ଅଧିନାୟକ ଦାୟିତ୍ୱ ତୁଲାଇଲେ ଧୋନୀ
ଚେନ୍ନାଇ: ଇଣ୍ଡିଆନ ପ୍ରିମିୟର ଲିଗରେ ବୁଧବାର ମହେନ୍ଦ୍ର ସିଂ ଧୋନୀ ଆଉ ଏକ କୀର୍ତିମାନ ସ୍ଥାପନ କରିଛନ୍ତି । ଆଇପିଏଲରେ ଗୋଟିଏ ଟିମ ପକ୍ଷରୁ ସର୍ବାଧିକ ମ୍ୟାଚରେ ନେତୃତ୍ୱ ନେବାରେ ସେ ରେକର୍ଡ କରିଛନ୍ତି । ଧୋନୀ ଚେନ୍ନାଇ ସୁପର କିଙ୍ଗସ ପକ୍ଷରୁ ୨୦୦ ମ୍ୟାଚରେ ଅଧିନାୟକ ଦାୟିତ୍ୱ ତୁଲାଇଛନ୍ତି…