ସିଡିଏମଓଙ୍କୁ ଦୁର୍ବ୍ୟବହାର ପ୍ରସଙ୍ଗ: କାର୍ଯ୍ୟାନୁଷ୍ଠାନ ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର
ପୁରୀ : ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଶତାଧିକ କର୍ମଚାରୀମାନେ ଜିଲ୍ଲାପାଳ ସମର୍ଥବର୍ମାଙ୍କୁ ଭେଟି ସି.ଡି.ଏମ.ଓ.ଙ୍କୁ ଦୁର୍ବ୍ୟବହାର କରିଥିବା ବ୍ୟକ୍ତି ଭେକଟର ମିଶ୍ରଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଦାବିପତ୍ର ପ୍ରଦାନ କରିଛନ୍ତି । ୧୧ ତାରିଖରେ ରଥଯାତ୍ରା ପ୍ରଥମ ସମନ୍ୱୟ ବୈଠକ…