ଧାରାବାହିକ ଉପନ୍ୟାସ : ବେଳାଭୂମିର ଚିହ୍ନ (୧୦୦)
କନକ ମଞ୍ଜରୀ ପଟ୍ଟନାୟକଙ୍କ ଧାରାବାହିକ ଉପନ୍ୟାସ ‘ବେଳାଭୂମିର ଚିହ୍ନ’
ସେଇ ମୀନାକ୍ଷି ଆଜି ତାଙ୍କୁ ଅଜସ୍ର ଅଭିଶାପର ମର୍ମଦାହୀ ଆଘାତରେ ରକ୍ତାକ୍ତ କରି ଏ ଅଟ୍ଟାଳିକାର ସୀମା ଅତିକ୍ରମ କରି ଚାଲିଯାଇଛି । ବିବାହ ବିଚ୍ଛେଦ ଦଲିଲରେ ସ୍ୱାକ୍ଷର କରିବା ପରେ ଆଜି ଶେଷଥର ପାଇଁ ସେ ଆସିଥିଲା…