Flood-Affected Area: ଦଶରଥପୁରରେ ବନ୍ୟାଞ୍ଚଳ ବୁଲି ଦେଖିଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ
ଯାଜପୁର: ଦଶରଥପୁରରେ ବନ୍ୟାଞ୍ଚଳ ବୁଲି ଦେଖିଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀ । ବୈତରଣୀ ନଦୀର ଉପର ମୁଣ୍ଡରେ ବର୍ଷା ହେବା ଫଳରେ ବୈତରଣୀର ଶାଖା କାଣୀ ନଦୀର ମଲ୍ଲିକାପୁର ପଞ୍ଚାୟତ ବଙ୍ଗାଳି ସାହି ନିକଟରେ ୧୫୦ଫୁଟର ଘାଇ ସୃଷ୍ଟି ହୋଇଛି । ଘାଇ ହେବା ଫଳରେ…