Iran Tension:ପ୍ରବାସୀ ଓଡ଼ିଆମାନଙ୍କ ସୁରକ୍ଷାକୁ ନେଇ ଉଚ୍ଚସ୍ତରୀୟ ବୈଠକ; ପରିସ୍ଥିତିକୁ ନଜର କରି ପ୍ରସ୍ତୁତି ଓ…
ବନେଶ୍ୱର: ମଧ୍ୟ ପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତିରେ ପ୍ରବାସୀ ଓଡ଼ିଆମାନଙ୍କ ସୁରକ୍ଷା ଓ ସେମାନଙ୍କର ସ୍ଥିତି ସଂପର୍କରେ ପ୍ରସ୍ତୁତି ଓ କାର୍ଯ୍ୟାନୁଷ୍ଠାନ ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଆଜି ସଂଧ୍ୟାରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏକ…