ଭୂମିକମ୍ପ ପରେ ତୁର୍କୀରେ ଫସିଛନ୍ତି ୧୦ ଭାରତୀୟ, ଜଣେ ନିଖୋଜ
ନୂଆଦିଲ୍ଲୀ: ତୁର୍କୀରେ ଭୟଙ୍କର ଭୂମିକମ୍ପ ପରେ ମୃତାହତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୱାର୍କ ଭିଜିଟରେ ତୁର୍କୀ ଯାଇଥିବା ଜଣେ ଭାରତୀୟ ନିଖୋଜ ଥିବା ଜଣାପଡ଼ିଛି । ଭୂମିକମ୍ପରେ ତୁର୍କୀରେ ପ୍ରାୟ ୮ ହଜାର ୫୦୦ରୁ ଅଧିକ ଲୋକ ଜୀବନ ହରାଇଛନ୍ତି ।
କେନ୍ଦ୍ର ସରକାରଙ୍କ ସୂଚନା ଅନୁସାରେ,…