ଅବିକା ୨୦୨୩ କ୍ୟାଲେଣ୍ଡର ଗ୍ରାଣ୍ଡଫିନାଲେ, ଶୁଭାଙ୍ଗୀ ସାମନ୍ତ “ଫେସ୍ ଅଫ୍ ଦ ଇୟର”
ଭୁବନେଶ୍ୱର : ରାଜ୍ୟର ପାରମ୍ପରିକ ହସ୍ତତନ୍ତ ଏବଂ ବୁଣାକାରମାନଙ୍କୁ ଉତ୍ସାହିତ କରିବା ପାଇଁ 'ଅବିକା ତରଫରୁ ଆୟୋଜିତ କ୍ୟାଲେଣ୍ଡର ମଡେଲ୍ ପ୍ରତିଯୋଗିତା-୩ର ଗ୍ରାଣ୍ଡ ଫିନାଲେ ସ୍ଥାନୀୟ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ପ୍ରେକ୍ଷାଳୟରେ ଆୟୋଜିତ ହୋଇଯାଇଛି । ଚୂଡାନ୍ତ…