ପ୍ରଥମ କରି ସହରରେ ପହଞ୍ଚିଲେ ଆଫ୍ରିକାର ଆଦିମ ଜନଜାତି: ରେସ୍ତୋରାଁରେ ଖାଇଲେ ବର୍ଗର
ବିଶ୍ୱର ଅନେକ ଦେଶରେ ଆଜି ବି ବହୁ ଜନଜାତିର ଲୋକ ଅଛନ୍ତି, ଯେଉଁମାନେ ସେମାନଙ୍କ ଚାଲିଚଳନରୁ ବାହାରି ପାରି ନାହାନ୍ତି । ଏମିତି କି ସେମାନେ ଶହ ଶହ ବର୍ଷ ଧରି ନିଜର ପରମ୍ପରା ଓ ଚଳଣିକୁ ଜାବୁଡ଼ି ଧରିଥିବାରୁ ସେଥିରୁ ବାହାରିବାକୁ ସେମାନେ ଅନାଗ୍ରହୀ । ସେମାନେ ମନେ କରନ୍ତି ଯେ, ଜଙ୍ଗଲ,ଝରଣା,…