ଧାରାବାହିକ ଉପନ୍ୟାସ : ବେଳାଭୂମିର ଚିହ୍ନ (୯୨)
କନକ ମଞ୍ଜରୀ ପଟ୍ଟନାୟକଙ୍କ ଧାରାବାହିକ ଉପନ୍ୟାସ ‘ବେଳାଭୂମିର ଚିହ୍ନ’
ମଧ୍ୟାହ୍ନ ସୂର୍ଯ୍ୟର ଦୁର୍ବିସହ ଦ୍ୟୁତି ମହଳ ପଡ଼ିଆସେ । ପ୍ରାଥମିକ ବିଦ୍ୟାଳୟରେ ପିଲାମାନେ ପରମ ଉଲ୍ଲାସରେ କୁହାଟ ଛାଡ଼ି ଘରକୁ ଦୌଡ଼ନ୍ତି । ପିନ୍ଧା ପଞ୍ଜାବୀର ହାତକୁ ସାମାନ୍ୟ ଗୁଡ଼େଇ ଦେଇ ସରୋଜ ନନ୍ଦିନୀ କୂଳକୁ…